Matthew 5:35 — Compare Translations

7 translations compared side by side

Odia - 1840
"ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀ ନାମରେ ରାଣ ପକାଅ ନାହିଢ଼ଁ, କାରଣ ତାହା ଈଶ୍ୱରଙ୍କ ପାଦପୀଠ। ଯିରୂଶାଲମ ନଗରୀ ନାମରେ ରାଣ ପକାଇବା ଅନୁଚିତ୍, କାରଣ ତାହା ହେଉଛି ରାଜାଧିରାଜଙ୍କ ରାଜଧାନୀ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
Odia IRV 2017 (ଓଡିଆ ବାଇବେଲ)
କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಿಮ್ನಿಚ್ಯಾ ನಾವಾನ್‍ಬಿ ಆನ್ ಘಾಲುನಕಾಶಿ, ತೆಚೆ ಪಾಯ್ ಥವ್ತಲೊ ಮ್ಹನಿ ತಿ; ಜೆರುಜಲೆಮಾಚ್ಯಾ ನಾವಾನ್ ಆನ್ ಘಾಲುನಕಾಶಿ, ಮೊಟ್ಯಾ ರಾಜಾಚೆ ಶಾರ್ ತೆ.