Matthew 5:36 — Compare Translations

7 translations compared side by side

Odia - 1840
"ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ମସ୍ତକର ରାଣ ପକାଅ ନାହିଁ, କାରଣ ଗୋଟିଏ କେଶ କଳା ବା ଧଳା କରିବାର ଶକ୍ତି ତୁମର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା’ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಟಕ್ಲ್ಯಾರ್ ಹಾತ್ ಥವ್ನ್ ಸೈತ್ ಆನ್ ಘಾಲುನಕಾಶಿ, ಕಸ್ಯಾಕ್ ಮಟ್ಲ್ಯಾರ್ ಎಕುಚ್ಎಕ್ ಕೆಸ್ ಸೈತ್ ಕಾಳೆ ನಾ ತರ್ ಫಾಂಡ್ರೆ ಕರುಕ್ ತುಮ್ಚ್ಯಾನ್ ಹೊಯ್ನಾ.