Matthew 5:38 — Compare Translations
7 translations compared side by side
Odia - 1840
"ତୁମ୍ଭେ ଶୁଣିଛ ଯେ ଏକଥା କୁହା ଯାଇଛି: 'ଆଖି ବଦଳ ରେ ଆଖି ଓ ଦାନ୍ତ ବଦଳ ରେ ଦାନ୍ତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;
Odia BSI (ପବିତ୍ର ବାଇବଲ (CL) NT (BSI))
“‘ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ।’ ଏହି ପ୍ରତିହିଂସା ନୀତି ତୁମ୍ଭେମାନେ ଶୁଣିଛ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହନ୍ତି: ପ୍ରତିଶୋଧ ମନଭାବ ରଖ ନାହିଁ “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି, ‘ଆଖି ବଦଳରେ ଆଖି ଓ ଦାନ୍ତ ବଦଳରେ ଦାନ୍ତ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಡೊಳ್ಯಾಚ್ಯಾ ಬದ್ಲಾಕ್ ಡೊಳೊ ಅನಿ ದಾತಾಚ್ಯಾ ಬದ್ಲಾಕ್ ದಾತ್” ಮನುನ್ ಸಾಂಗಲ್ಲೆ ತುಮಿ ಆಯಿಕ್ಲ್ಯಾಶಿ,