Matthew 5:4 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୋକସନ୍ତପ୍ତ ଲୋକେ ଧନ୍ୟ, କାରଣ ଈଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ತರಾಸಾತ್ ಹಾತ್ ತೆನಿ ಕವ್ಡೆ ಸುಖಿ; ದೆವುಚ್ ತೆಂಕಾ ಸಮಾದಾನ್ ಕರ್‍ತಾ.