Matthew 5:40 — Compare Translations

7 translations compared side by side

Odia - 1840
"ଯଦି କହେି ତୁମ୍ଭ ବିରୁଦ୍ଧ ରେ ବିଗ୍ଭରାଳୟ ରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନବୋକୁ ଇଚ୍ଛା କରେ, ତବେେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ଯ ଦଇେ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ଯଦି ତୁମ୍ଭ ସହିତ ବିଚାର ସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କେହି ତୁମର କମିଜ୍ ନେବା ପାଇଁ ତୁମ ବିରୁଦ୍ଧରେ ନାଲିସ୍ କରି ତୁମକୁ ବିଚାରାଳୟକୁ ନିଏ, ତାକୁ ତୁମର କୋଟ୍ ମଧ୍ୟ ଦାନ କରିଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ତୁମ୍ଭ ବିରୁଦ୍ଧରେ ବିଗ୍ଭରାଳୟରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନେବାକୁ ଇଚ୍ଛା କରେ, ତେବେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ୟଦେଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।
Odia IRV 2017 (ଓଡିଆ ବାଇବେଲ)
ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಕೊನ್ ತರ್ ತುಜ್ಯಾ ಭುತ್ತುರ್‍ಲಿ ಅಂಗಿ ಸಾಟಿಚ್ ತುಕಾ ನ್ಯಾಯ್ ಕರ್‍ತಲ್ಯಾ ಜಾಗ್ಯಾಕ್ ನ್ಹೆವ್ಕ್ ತಯಾರ್ ಹೊತಾ ಜಾಲ್ಯಾರ್, ತೆಕಾ ವೈಲಿ ಅಂಗಿಬಿ ಕಾಡುನ್ ದಿವಾ.