Matthew 5:44 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ଶତ୍ରୁକୁ ପ୍ରେମ କର। ଯେଉଁମାନେ ତୁମକୁ ଉତ୍ପୀଡ଼ନ କରନ୍ତି, ସେମାନଙ୍କ ମଙ୍ଗଳ ପାଇଁ ପ୍ରାର୍ଥନା କର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಮಿಯಾ ತುಮ್ಕಾ ಸಾಂಗ್ತಾ: ತುಮ್ಚ್ಯಾ ದುಸ್ಮನಾಚೊ ಪ್ರೆಮ್ ಕರಾ, ಅನಿ ತುಮ್ಕಾ ತರಾಸ್ ದಿತಲ್ಯಾಚ್ಯಾಸಾಟ್ನಿ ಮಾಗ್ನಿ ಕರಾ.