Matthew 5:45 — Compare Translations

7 translations compared side by side

Odia - 1840
"ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କଲେ ଈଶ୍ୱରଙ୍କ ସନ୍ତାନ ବୋଲି ପରିଚିତ ହେବ। କାରଣ ଈଶ୍ୱର ଉତ୍ତମ ଓ ଅଧମ, ଉଭୟ ପ୍ରକାର ଲୋକଙ୍କୁ ସୂର୍ଯ୍ୟ କିରଣ ଦିଅନ୍ତି ଏବଂ ସତ୍କର୍ମ ଓ ଦୁଷ୍କର୍ମକାରୀ ସମସ୍ତଙ୍କୁ ବର୍ଷା ଯୋଗାଇ ଦିଅନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ಸರ್ಗಾ ವೈಲ್ಯಾ ತುಮ್ಚ್ಯಾ ಬಾಬಾಚಿ ಪೊರಾ ಹೊತ್ಯಾಶಿ, ತೊ ಬರ್‍ಯಾ ಲೊಕಾಂಚ್ಯಾ ವರ್‍ತಿಬಿ ಬುರ್ಶಾ ಲೊಕಾಂಚ್ಯಾ ವರ್‍ತಿಬಿ ಅಪ್ನಾಚೊ ದಿಸ್ ಉಗಿಸರ್ಕೆ ಕರ್‍ತಾ. ಅನಿ ಬರೆ ಕರ್‍ತಲ್ಯಾಂಚ್ಯಾ ವರ್‍ತಿಬಿ ಬುರ್ಶೆ ಕರ್‍ತಲ್ಯಾಂಚ್ಯಾ ವರ್‍ತಿಬಿ ಪಾವ್ಸ್ ಧಾಡ್ತಾ.