Matthew 5:46 — Compare Translations
7 translations compared side by side
Odia - 1840
"ଯେଉଁମାନେ ତୁମ୍ଭକୁ ପ୍ ରମେ କରୁଛନ୍ତି, ତୁମ୍ଭେ ଯଦି କବଳେ ସହେିମାନଙ୍କୁ ପ୍ ରମେ କରିବ ତବେେ ତୁମ୍ଭମାନେେ କୌଣସି ପୁରସ୍କାର ପାଇବନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ଯ ଏହା କରନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
କେବଳ ତୁମକୁ ଆଦର କରୁଥିବା ଲୋକଙ୍କୁ ଆଦର କଲେ, ଈଶ୍ୱର କାହିଁକି ତୁମକୁ ପୁରସ୍କାର ଦେବେ? କର ଆଦାୟକାରୀମାନେବିଦେଶୀ ରୋମୀୟ ଶାସକମାନଙ୍କ ପାଇଁ କର ଆଦାୟ କରିବାକୁ ଯେଉଁ ଇହୁଦୀମାନେ ନିଯୁକ୍ତ ହେଉଥିଲେ। ସେମାନେ ନିଷ୍ଠାପର ଇହୁଦୀମାନଙ୍କ ଦ୍ୱାରା ‘ପାପୀ’ ବୋଲି ବିବେଚିତ ହେଉଥିଲେ। ମଧ୍ୟ ତାହା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀ ମାନେ ମଧ୍ୟ ଏହା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೊ ಪ್ರೆಮ್ ಕರ್ತಲ್ಯಾಂಚೊಚ್ ತುಮಿ ಪ್ರೆಮ್ ಕರ್ಲ್ಯಾರ್ ದೆವಾನ್ ತುಮ್ಕಾ ಕಶ್ಯಾಕ್ ಪ್ರತಿಫಳ್ ದಿವ್ಚೆ? ತೆರ್ಗಿ ವಸುಲಿ ಕರ್ತಲೆಬಿ ತಸೆಚ್ ಕರ್ತ್ಯಾತ್!