Matthew 5:47 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭେ କବଳେ ନିଜ ଭାଇ- ବନ୍ଧୁମାନଙ୍କୁ ନମସ୍କାର କର ତବେେ ତୁମ୍ଭେ ଅନ୍ୟମାନଙ୍କଠାରୁ କ'ଣ ଅଧିକ କଲ? ବିଧର୍ମୀମାନେ କ'ଣ ଏଭଳି କରନ୍ତି ନାହିଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି କେବଳ ତୁମ ବନ୍ଧୁମାନଙ୍କୁ ଅଭିବାଦନ କର, ତେବେ ତୁମେ କି ଅସାଧାରଣ କାର୍ଯ୍ୟ କରୁଛ? ଅଣବିଶ୍ୱାସୀମାନେ ମଧ୍ୟ ତାହା କରିଥାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ದೊಸ್ತಾಕ್ನಿ ಎವ್ಡೆಚ್ ತುಮಿ ಮರ್ಯಾದ್ ದಿಲ್ಯಾರ್, ತುಮಿ ಕಾಯ್ ಕರ್ಲ್ಯಾ ಸರ್ಕೆ ಹೊಲೆ? ದೆವಾಕ್ ವಳ್ಕಿನಸಲ್ಲಿ ಲೊಕಾಬಿ ತಸೆಚ್ ಕರ್ತ್ಯಾತ್ ನ್ಹಯ್!