Matthew 5:48 — Compare Translations

7 translations compared side by side

Odia - 1840
"ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ସେହିପରି ସିଦ୍ଧ ହେବା ଉଚିତ୍।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಸೊ ಸರ್‍ಗಾ ವೈಲೊ ತುಮ್ಚೊ ಬಾಬಾ ಸಗ್ಳ್ಯಾ ರಿತಿನ್ ಪರಿಪುರ್ನ್, ತಸೆ ತುಮಿಬಿ ಸಗ್ಳ್ಯಾ ರಿತಿನ್ ಪರಿಪುರ್ನ್ ಹೊವ್ನ್ ರ್‍ಹಾವಾ!.