Matthew 5:5 — Compare Translations
7 translations compared side by side
Odia - 1840
"ନମ୍ର ଓ ସୁଶୀଳ ଲୋକମାନେ ଧନ୍ଯ; କାରଣ ଏ ପୃଥିବୀ ସହେିମାନଙ୍କର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ଲାଭ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ; କାରଣ ଏ ପୃଥିବୀ ସେହିମାନଙ୍କର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಖಾಲ್ತಿ ಹೊವ್ನ್ ಹಾತ್ ತೆನಿ ಕವ್ಡೆ ಸುಖಿ; ದೆವಾನ್ ತೆಂಕಾ ದಿತಾ ಮನುನ್ ಗೊಸ್ಟ್ ದಿಲ್ಲೆ ತೆನಿ ಘೆತ್ಯಾತ್!