Matthew 5:7 — Compare Translations

7 translations compared side by side

Odia - 1840
"ଅନ୍ୟମାନଙ୍କୁ ଦୟା ଦଖାେଉଥିବା ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସହେିମାନଙ୍କୁ ଦୟା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟାପ୍ରାପ୍ତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଅନ୍ୟମାନଙ୍କ ପ୍ରତି ସଦୟ ହୁଅନ୍ତି ସେମାନେ ଧନ୍ୟ, କାରଣ ଈଶ୍ୱର ସେମାନଙ୍କୁ ଦୟା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ; କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಂಚ್ಯಾ ವರ್‍ತಿ ದಯಾ ದಾಕ್ವುತಲಿ ಲೊಕಾ ಕವ್ಡಿ ಸುಖಿ; ದೆವ್ ತೆಂಚಿ ದಯಾ ಕರ್‍ತಾ!