Matthew 5:8 — Compare Translations
7 translations compared side by side
Odia - 1840
"ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ଦର୍ଶନ ପାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନଙ୍କ ହୃଦୟ ନିର୍ମଳ ସେମାନେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ; କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರ್ಯಾ ಮನಾಚಿ ಲೊಕಾ ಕವ್ಡಿ ಸುಖಿ; ತೆನಿ ದೆವಾಕ್ ಬಗ್ತ್ಯಾತ್!