Matthew 6:1 — Compare Translations

7 translations compared side by side

Odia - 1840
"ସାବଧାନ ରୁହ। ଯେତବେେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କରନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସଗେୁଡିକ କରନାହିଁ। ତାହାଲେ ତୁମ୍ଭେ ସ୍ବର୍ଗ ରେ ଥିବା ତୁମ୍ଭର ପରମପିତାଙ୍କ ଠାରୁ ପୁରସ୍କାର ପାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକ ଦେଖାଇବା ପାଇଁ ସେମାନଙ୍କ ସାକ୍ଷାତରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଲୋକମାନଙ୍କୁ ଦେଖାଇବା ପାଇଁ ସର୍ବସାଧାରଣରେ ଧର୍ମକର୍ମ କର ନାହିଁ। ତାହା କଲେ ପିତା ଈଶ୍ୱରଙ୍କଠାରୁ ତୁମେ ପୁରସ୍କାର ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଦାନ ବିଷୟରେ ଯୀଶୁଙ୍କ ଉପଦେଶ “ସାବଧାନ ରୁହ! ଯେତେବେଳେ ଭଲ କାମକର, ଲୋକମାନଙ୍କୁ ଜଣାଇବା ପାଇଁ କର ନାହିଁ। ଲୋକମାନେ ତାହା ଦେଖନ୍ତୁ ବୋଲି ତୁମ୍ଭେ ସେଗୁଡ଼ିକ କର ନାହିଁ। ତାହାହାଲେ ତୁମ୍ଭେ ସ୍ୱର୍ଗରେ ଥିବା ତୁମ୍ଭର ପରମପିତାଙ୍କଠାରୁ ପୁରସ୍କାର ପାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚಿ ಬರಿ ಕಾಮಾ ಲೊಕಾಕ್ನಿ ದಿಸಿ ಸರ್ಕೆ ಕರುನಕಾಸಿ, ಅಶೆ ತುಮಿ ಕಾಯ್ ಕರುಕ್ ಲಾಗ್ಲ್ಯಾಶಿ ಮನುನ್ ಲೊಕಾಕ್ನಿ ಕಳ್ತಾ. ತುಮಿ ಅಶೆ ಕರ್ಲ್ಯಾರ್ ಸರ್ಗಾ ವೈಲ್ಯಾ ತುಮ್ಚ್ಯಾ ಬಾಬಾಕ್ನಾ ತುಮ್ಕಾ ಕಾಯ್ಬಿ ಭೊಮಾನ್ ಗಾವಿನಾ.