Matthew 6:12 — Compare Translations

7 translations compared side by side

Odia - 1840
"ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସହେିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ବିରୁଦ୍ଧରେ ଦୋଷ କରିଥିବା ଲୋକମାନଙ୍କୁ ଆମେ ଯେପରି କ୍ଷମା କରୁ, ସେପରି ଆମର ଦୋଷ ସବୁ କ୍ଷମା କର।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ପ୍ରତି ଅପରାଧ କଲା ଲୋକଙ୍କୁ ଆମ୍ଭେ ଯେଉଁପରି କ୍ଷମା କରିଛୁ, ସେହିପରି ଆମ୍ଭେ କରିଥିବା ପାପକୁ କ୍ଷମା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶೆ ದುಸ್ರ್ಯಾನಿ ಕರಲ್ಲ್ಯಾ ಚುಕಾ ಅಮಿ ಮಾಪ್ ಕರ್‍ತಾವ್, ತಸೆ ಅಮಿ ಕರಲ್ಲ್ಯಾ ಚುಕಾಬಿ ಮಾಪ್ ಕರ್,