Matthew 6:14 — Compare Translations
7 translations compared side by side
Odia - 1840
"ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦବେ ତବେେ ସ୍ବର୍ଗ ରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ଯ କ୍ଷମା କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ ବିରୁଦ୍ଧରେ ଦୋଷ କରିଥିବା ଅନ୍ୟମାନଙ୍କୁ ଯଦି ତୁମେ କ୍ଷମା କର, ପିତା ଈଶ୍ୱର ମଧ୍ୟ ତୁମମାନଙ୍କୁ କ୍ଷମା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚ್ಯಾ ವಿರೊದ್ ಚುಕ್ ಕರಲ್ಲ್ಯಾಕ್ನಿ ತುಮಿ ಮಾಪ್ ಕರ್ಲ್ಯಾರ್, ಸರ್ಗಾ ವೈಲೊ ತುಮ್ಚೊ ಬಾಬಾಬಿ ತುಮ್ಚ್ಯಾ ಚುಕಾ ಮಾಪ್ ಕರ್ತಾ.