Matthew 6:15 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦବେ ନାହିଁ, ତବେେ ତୁମ୍ଭର ପରମପିତା ମଧ୍ଯ ତୁମ୍ଭ ଅପରାଧ ଗୁଡିକ ପାଇଁ ତୁମ୍ଭକୁ କ୍ଷମା ଦବେନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମେ ଯଦି ଅନ୍ୟମାନଙ୍କୁ କ୍ଷମା ନ କର, ପିତା ଈଶ୍ୱର ମଧ୍ୟ ତୁମେ କରିଥିବା ଅପରାଧ ସବୁ କ୍ଷମା କରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ದುಸ್ರ್ಯಾಕ್ನಿ ಮಾಪ್ ಕರಿನಸ್ಲ್ಯಾರ್, ತುಮ್ಚೊ ಸರ್ಗಾ ವೈಲೊ ಬಾಬಾಬಿ ತುಮಿ ಕರಲ್ಲ್ಯಾ ಚುಕಾ ಮಾಪ್ ಕರಿನಾ”.