Matthew 6:17 — Compare Translations

7 translations compared side by side

Odia - 1840
"ତେଣୁ ତୁମ୍ଭେ ଉପବାସ କଲା ବେଳେ ମୁଣ୍ଡ ରେ ତଲେ ଲଗାଇ ବାଳ ସଜାଡ ଓ ମୁହଁ ଧୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମେ ଉପବାସ କଲାବେଳେ ମୁହଁ ଧୋଇ, ମୁଣ୍ଡ କୁଣ୍ଡାଇ ସଫାସୁତୁରା ହୋଇ ରୁହ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଉପବାସ କଲାବେଳେ ମୁଣ୍ଡରେ ତେଲ ଲଗାଇ ବାଳ ସଜାଡ଼ ଓ ମୁହଁ ଧୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಉಪಾಸ್ ಕರ್‍ತಾನಾ, ತುಮ್ಚೆ ತೊಂಡ್ ಧುವ್ನ್ ಘೆವಾ ಅನಿ ಟಕ್ಲ್ಯಾಕ್ ತೆಲ್ ಲಾವುನ್ ಘೆವಾ,