Matthew 6:23 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହାଇୟିବେ। ତୁମ୍ଭ ଭିତରର ସହେି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହାଇଯୋଏ ତବେେ ସେ ଅନ୍ଧକାର କେତେ ଘନୀଭୁତ ନ ହବେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ । ଅତଏବ, ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେହି ଅନ୍ଧକାର କେଡ଼େ ଘୋରତର!
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଚକ୍ଷୁ ଯଦି ଦୁର୍ବଳ ହୁଏ, ଶରୀର ଅନ୍ଧକାରାଚ୍ଛନ୍ନ ହେବ। ତୁମ ଅନ୍ତରର ଆଲୋକ ଯଦି ଅନ୍ଧକାରାବୃତ୍ତ ହୁଏ, ତେବେ ସେହି ଅନ୍ଧକାର କେଡ଼େ ଭୟଙ୍କର ଅନ୍ଧକାର ନ ହେବ!
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ಕಡತ್ ತುಮ್ಚೆ ಡೊಳೆ ಸಮಾ ನಾತ್ ತುಮ್ಚೆ ಆಂಗ್ ಕಾಳ್ಕಾತ್ ರ್ಹಾತಾ. ತೆಚೆಸಾಟ್ನಿ ತುಮ್ಚ್ಯಾ ಭುತ್ತುರ್ಲೊ ಉಜ್ವೊಡುಚ್ ಕಾಳೊಕ್ ಹೊಲೊ ತರ್ ತೊ ಕಾಳೊಕ್ ಕವ್ಡೊ ದಾಟ್ ರ್ಹಾತಾ ಅಸಿಲ್!”