Matthew 6:27 — Compare Translations
7 translations compared side by side
Odia - 1840
"ତୁମ୍ଭ ଭିତ ରେ ଏପରି କହେି ନାହିଁ, ଯକେି ଚିନ୍ତାଗ୍ରସ୍ତ ହାଇେ ନିଜ ଜୀବନ କାଳ ସହିତ ଘଡିଏ ହେଲେ ସମୟ ଯୋଗ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ଦଣ୍ତେ ବୃଦ୍ଧି କରି ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
ବଞ୍ଚିବା ପାଇଁ ବ୍ୟସ୍ତ ହେବା ଦ୍ୱାରା ତୁମେ କ’ଣ ନିଜର ପରମାୟୁକୁ ମୁହୂର୍ତ୍ତେ ବଢ଼ାଇ ଦେଇ ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଭିତରେ ଏପରି କେହି ନାହିଁ, ଯେକି ଚିନ୍ତାଗ୍ରସ୍ତ ହୋଇ ନିଜ ଜୀବନକାଳ ସହିତ ଘଡ଼ିଏ ହେଲେ ସମୟ ଯୋଗ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ತರ್ ಎಕ್ಲ್ಯಾನ್ ಯವ್ಜುನ್ ಅಪ್ನಾಚ್ಯಾ ಜಿವನಾಚಿ ಅವ್ದಿ ಎಕ್ ಉಲ್ಲಿ ತರ್ಬಿ ಜಾಸ್ತಿ ಕರುನ್ ಘೆವ್ಕ್ ಹೊತಾ ಕಾಯ್?”