Matthew 6:28 — Compare Translations
7 translations compared side by side
Odia - 1840
"ତୁମ୍ଭେ ପୋଷାକ ବିଷୟ ରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡିକ ବିଷୟ ରେ ଭାବି ଦେଖ! ଦେଖ, ସମାନେେ କିପରି ଫୁଟୁଛନ୍ତି। ସମାନେେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟ ବିବେଚନା କରି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେସବୁ ପରିଶ୍ରମ କରନ୍ତି ନାହିଁ, କିମ୍ଵା ସୂତା କାଟନ୍ତି ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
“ପୋଷାକପତ୍ର ପାଇଁ କାହିଁକି ବ୍ୟସ୍ତ ହେଉଛ; ଦେଖ, ବନଫୁଲଗୁଡ଼ିକ କିପରି ବଢ଼ନ୍ତି। ସେମାନେ ପରିଶ୍ରମ କରନ୍ତି ନାହିଁ କିମ୍ବା ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ପୋଷାକ ବିଷୟରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଦେଖ! ଦେଖ, ସେମାନେ କିପରି ଫୁଟୁଛନ୍ତି। ସେମାନେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
Odia IRV 2017 (ଓଡିଆ ବାଇବେଲ)
ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅನಿ ಕಪ್ಡ್ಯಾಂಚ್ಯಾ ವಿಶಯಾತ್ ತುಮಿ ಕಶ್ಯಾಕ್ ಯವಜ್ತ್ಯಾಶಿ? ಬಗಾ ತಿ ಶೆತಾತ್ಲಿ ಫುಲ್ಲಾ ತಿ ಕಸೆ ಉಗಾವ್ತ್ಯಾತ್; ತಿ ಕಾಮ್ ಕರಿನ್ಯಾತ್, ನಾ ಅಪ್ನಾಸಾಟ್ನಿ ಕಪ್ಡೆ ತಯಾರ್ ಕರಿನ್ಯಾತ್.