Matthew 6:29 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭକୁ କହୁଛି ମହାନ ଓ ଧନୀରାଜା ଲୋମ ନିଜର ସମସ୍ତ ବୈଭବ ଥାଇ ମଧ୍ଯ ସେ ନିଜକୁ ସୁସଜ୍ଜିତ କରିପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ଵର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ତୁମକୁ କହୁଛି - ରାଜା ଶଲୋମନ ତାଙ୍କର ସମସ୍ତ ଐଶ୍ୱର୍ଯ୍ୟ ସତ୍ତ୍ୱେ ଏହି ଫୁଲ ପରି ସୁନ୍ଦର ପୋଷାକଟିଏ କେବେ ପିନ୍ଧି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ತುಮ್ಕಾ ಸಾಂಗ್ತಾ: ಸಾಲ್ಮಾವ್ ರಾಜಾನ್ ಸೈತ್ ಅಪ್ನಾಚ್ಯಾ ಸಗ್ಳ್ಯಾ ಸಾವ್ಕಾರ್‍ಕಿನ್ ಹ್ಯಾ ಫುಲ್ಲಾನಿತ್ಲ್ಯಾ ಎಕ್ ಫುಲ್ಲಾ ಸರ್ಕೆ ಸುಂದರ್ ದಿಸಿ ಸರ್ಕೆ ಕಪ್ಡೆ ನೆಸುಕ್ನಾ.