Matthew 6:3 — Compare Translations
7 translations compared side by side
Odia - 1840
"ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତବେେଳେ ତୁମ୍ଭର ଡାହାଣ ହାତ କଣ କରୁଛି, ସେ ବିଷୟ ରେ ବାମ ହାତକୁ ମଧ୍ଯ ଜାଣିବାକୁ ସୁଯୋଗ ଦିଅନାହିଁ। ତୁମ୍ଭେ କ'ଣ କରୁଛ, ତାହା ଯେପରି କହେି ନ ଜାଣନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି, ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମେ ଜଣେ ଅଭାବଗ୍ରସ୍ତକୁ ସାହାଯ୍ୟ କରିବାବେଳେ, ଏପରିଭାବେ କର, ଯେପରି ତୁମର ଅନ୍ତରଙ୍ଗ ବନ୍ଧୁ ମଧ୍ୟ ଏକଥା ଜାଣିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତେବେଳେ ତୁମ୍ଭର ଡାହାଣ ହାତ କ’ଣ କରୁଛି, ସେ ବିଷୟରେ ବାମ ହାତକୁ ମଧ୍ୟ ଜାଣିବାକୁ ସୁଯୋଗ ଦିଅ ନାହିଁ। ତୁମ୍ଭେ କ’ଣ କରୁଛ, ତାହା ଯେପରି କେହି ନ ଜାଣନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କ'ଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಎಕ್ ಗರ್ಜೆತ್ ಹೊತ್ತ್ಯಾ ಮಾನ್ಸಾಕ್ ಮಜತ್ ಕರ್ತಾನಾ, ತುಮ್ಚ್ಯಾ ಉಜ್ವ್ಯಾ ಹಾತಾನ್ ದಿಲ್ಲೆ ರೊಡ್ಡ್ಯಾ ಹಾತಿಕ್ ಸೈತ್ ಕಳುಕ್ ದಿ ನಸ್ತಾನಾ ಕರಾ.