Matthew 6:30 — Compare Translations

7 translations compared side by side

Odia - 1840
"ପଡିଆର ସହେି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲି ରେ ପକଇେ ଦିଆୟିବ। ତଥାପି ଯଦି ପରମେଶ୍ବର ତାକୁ ଏଭଳି ସନ୍ଦୁର ବେଶ ଦଇେଛନ୍ତି, ତବେେ ସେ କ'ଣ ତୁମ୍ଭକୁ ପିନ୍ଧବା ପାଇଁ ଅଧିକ ଦବେନୋହିଁ? ତବେେ ତୁମ୍ଭମାନେେ କାହିଁକି ଏତେ ଅଳ୍ପ ବିଶ୍ବାସ ରଖୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାକୁ ଯେବେ ଈଶ୍ଵର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ଵାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତ ରୂପେ ବସ୍ତ୍ର ନ ଦେବେ?
Odia BSI (ପବିତ୍ର ବାଇବଲ (CL) NT (BSI))
ଆଜି ପଡ଼ିଆରେ ଥିବା ଘାସ ହଏତ କାଲିକୁ ନ ଥିବ - କଟାହୋଇ ନିଆଁରେ ଜଳିଯିବ। କିନ୍ତୁ ସେଗୁଡ଼ିକୁ ମଧ୍ୟ ଈଶ୍ୱର କେତେ ସୁନ୍ଦର ପୋଷାକରେ ସଜାଇଛନ୍ତି। ତୁମକୁ ଲୁଗାପଟା ଯୋଗାଇ ଦେବା ପାଇଁ ସେ କ’ଣ ଅଧିକ ମନୋଯୋଗୀ ହେବେ ନାହିଁ? ତୁମ୍ଭମାନଙ୍କ ବିଶ୍ୱାସ ସତେ କେଡ଼େ କ୍ଷୀଣ!
Odia Bible ERV 2004 (ପବିତ୍ର ବାଇବଲ)
ପଡ଼ିଆର ସେହି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲିରେ ପକେଇ ଦିଆଯିବ। ତଥାପି ଯଦି ପରମେଶ୍ୱର ତାକୁ ଏଭଳି ସୁନ୍ଦର ବେଶ ଦେଇଛନ୍ତି, ତେବେ ସେ କ’ଣ ତୁମ୍ଭକୁ ପିନ୍ଧିବା ପାଇଁ ଅଧିକ ଦେବେ ନାହିଁ? ତେବେ ତୁମ୍ଭେମାନେ କାହିଁକି ଏତେ ଅଳ୍ପ ବିଶ୍ୱାସ ରଖୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಆಜ್ ರ್‍ಹವ್ನ್ ಉದ್ದ್ಯಾ ನಾಪತ್ತೊ ಹೊವ್ನ್ ಜಾತಲ್ಯಾ, ಆಗಿತ್ ಘಾಲುನ್ ಜಾಳ್ವುನ್ ಟಾಕ್ತಲ್ಯಾ ಹ್ಯಾ ಡಂಗಳ್ ಗವ್ತಾಕ್ ಜರ್‍ಕಡತ್ ದೆವ್ ಎವ್ಡೆ ಬರೆ ಕರುನ್ ನೆಸ್ವುತಾ ತರ್ ತುಮ್ಕಾ ತೊ ಕವ್ಡೆ ಬರೆ ಕರುನ್ ನೆಸ್ವಿನಾ? ಕವ್ಡೊ ಕಮಿ ವಿಶ್ವಾಸ್ ತುಮ್ಕಾ ಹಾಯ್!”