Matthew 6:31 — Compare Translations
7 translations compared side by side
Odia - 1840
"ଏଣୁ ଚିନ୍ତାଗ୍ରସ୍ତ ହାଇେ କୁହନାହିଁ ଯେ ଆମ୍ଭେ କ'ଣ ଖାଇବା, କ'ଣ ପିଇବା ବା କଣ ପିନ୍ଧିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସୁତରାଂ କେଉଁଠାରୁ ଖାଦ୍ୟପେୟ, ପୋଷାକପତ୍ର ପାଇବ, ଏ ବିଷୟରେ ଚିନ୍ତିତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ କ'ଣ ଖାଇବା? ଅବା କ'ଣ ପିଇବା? କିଅବା କ'ଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತೆಚೆಸಾಟ್ನಿ ಅಮಿ ಕಾಯ್ ಖಾತಲೆ? ಕಾಯ್ ಫಿತಲೆ? ಕಾಯ್ ನೆಸ್ತಲೆ? ಮನುನ್ ಯವ್ಜುನಕಾಶಿ.