Matthew 6:32 — Compare Translations

7 translations compared side by side

Odia - 1840
"ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି । ଆଉ, ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
(ସତ୍ୟ ଈଶ୍ୱରଙ୍କୁ ଜାଣି ନ ଥିବା ଲୋକେ ଏହି ସବୁରେ ବ୍ୟତିବ୍ୟସ୍ତ ହୋଇ ପଡ଼ନ୍ତି) ଏସବୁ ବିଷୟ ତୁମର ଆବଶ୍ୟକ ବୋଲି ତୁମ ପିତା ଈଶ୍ୱର ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ದೆವಾಕ್ ವಳ್ಕುನಸಲ್ಲಿ ಲೊಕಾ ಯವಜ್ತಲೆ. ಹೆ ಸಗ್ಳೆ ತುಮ್ಕಾ ಪಾಜೆ ಮನುನ್ ಸರ್‍ಗಾ ವೈಲ್ಯಾ ತುಮ್ಚ್ಯಾ ಬಾಬಾಕ್ ಗೊತ್ತ್ ಹಾಯ್.