Matthew 6:33 — Compare Translations
7 translations compared side by side
Odia - 1840
"ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ଵେଷଣ କର, ଆଉ ଏହିସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବରଂ ଈଶ୍ୱରଙ୍କ ରାଜ୍ୟ ବିଷୟ ଏବଂ ଈଶ୍ୱର ତୁମଠାରୁ କ’ଣ ଚାହାନ୍ତି, ଏ କଥା ତୁମ ମନରେ ପ୍ରଥମ ସ୍ଥାନ ଦିଅ। ତାହାହେଲେ ସେ ତୁମକୁ ଅନ୍ୟ ସମସ୍ତ ବିଷୟ ଯୋଗାଇ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା’ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ತುಮಿ ದೆವಾಕ್ ಕಾಯ್ ಪಾಜೆ ತೆ ಕರಾ, ಅನಿ ಸರ್ಗಾಚ್ಯಾ ರಾಜಾಚಿ ವಾಟ್ ಹುಡ್ಕಾ. ತನ್ನಾ ತುಮ್ಕಾ ಗರಜ್ ಹೊತ್ತೆ ಸಗ್ಳೆಬಿ ಗಾವ್ತಾ.