Matthew 6:34 — Compare Translations

7 translations compared side by side

Odia - 1840
"ଆସନ୍ତାକାଲି ପାଇଁ ଚିନ୍ତା କରନାହିଁ, କାରଣ ପ୍ରେତ୍ୟକକ ଦିନର କୌଣସି ନା କୌଣସି ସମସ୍ଯା ଥାଏ। କାଲିର ଚିନ୍ତା କାଲି ପାଇଁ ୟଥେଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ଆସନ୍ତା କାଲି ପାଇଁ ବ୍ୟସ୍ତ ହୁଅ ନାହିଁ। କାଲିର ଚିନ୍ତା କାଲି କରିବ। ଆସନ୍ତା କାଲି ବିଷୟରେ ଚିନ୍ତା କରି ଆଜିର ବ୍ୟସ୍ତତାକୁ ବଢ଼ାଇ ଦିଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆସନ୍ତାକାଲି ପାଇଁ ଚିନ୍ତା କର ନାହିଁ, କାରଣ ପ୍ରତ୍ୟେକ ଦିନର କୌଣସି ନା କୌଣସି ସମସ୍ୟା ଥାଏ। କାଲିର ଚିନ୍ତା କାଲି ପାଇଁ ଯଥେଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ಉದ್ದ್ಯಾಚ್ಯಾ ವಿಶಯಾತ್ ಯವ್ಜನ್ ಕರುನಕಾಸಿ, ಹರಿಎಕ್ ದಿಸಾಚಿ ಅಪ್ನಾಚಿಚ್ ಮಟಲ್ಲಿ ಕವ್ಡಿಕಿ ಕಸ್ಟಾ ಹಾತ್. ಉದ್ದ್ಯಾಚ್ಯಾ ದಿಸಾಕ್ ಮನುನ್ ಹೊತ್ತಿ ಯವ್ಜನ್ ಉದ್ದ್ಯಾಕ್ ಹಾಯ್”.