Matthew 6:4 — Compare Translations
7 translations compared side by side
Odia - 1840
"ତୁମ୍ଭର ଦାନ ଗୋପନ ରେ ହବୋ ଉଚିତ। ତୁମ୍ଭର ପରମପିତା ଗୋପନ ରେ କରାଯାଇଥିବା କାର୍ୟ୍ଯକୁ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମର ଏହି ଦାନ ଗୋପନରେ ହୋଇଥିଲେ ସୁଦ୍ଧା ତୁମର ସର୍ବଦର୍ଶୀ ପିତା ଈଶ୍ୱର ତାହା ଦେଖି ତୁମକୁ ପୁରସ୍କାର ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆ ಕೊನಾಕ್ಬಿ ಗೊತ್ತ್ ನಸ್ತಾನಾ ಕರ್ಲ್ಯಾ ಸರ್ಕೆ ಹೊತಾ, ಅನಿ ತುಮಿ ಕೊನಾಕ್ಬಿ ಕಳ್ವಿನಸ್ತಾನಾ ಕರಲ್ಲೆ ಬಗುನ್ ತುಮ್ಚೊ ಸರ್ಗಾ ವೈಲೊ ಬಾಬಾ ತುಮ್ಕಾ ತ್ಯಾ ಕಾಮಾಚೊ ಪ್ರತಿಫಳ್ ದಿತಾ.