Matthew 6:6 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବାଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କ ଗୋପନ ରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନ ରେ କରୁଥିବା ତୁମ୍ଭ କାମଗୁଡିକ ଦେଖି ପାରନ୍ତି। ସେ ତୁମ୍ଭକୁ ତାର ପ୍ରତିଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରିରେ ପ୍ରବେଶ କର, ପୁଣି ତୁମ୍ଭର ଦ୍ଵାର ରୁଦ୍ଧ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ତୁମେ ପ୍ରାର୍ଥନା କରିବା ପାଇଁ ନିଜ କୋଠରୀ ଭିତରକୁ ଯାଅ, କବାଟ ବନ୍ଦ କରିଦିଅ ଓ ତୁମ ଅଦୃଶ୍ୟ ପିତା ଈଶ୍ୱରଙ୍କୁ ପ୍ରାର୍ଥନା କର। ତୁମେ ଗୋପନରେ ଯାହା କରିବ, ସର୍ବଦର୍ଶୀ ପିତା ଈଶ୍ୱର ତାହା ଦେଖି ତୁମକୁ ପୁରସ୍କାର ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಮಾಗ್ನಿ ಕರ್ತಾನಾ, ತುಮ್ಚ್ಯಾ ಖೊಲಿತ್ ಭುತ್ತುರ್ ಜಾವಾ ದಾರ್ ಧಾಪಾ, ಅನಿ ದಿಸಿನಸಲ್ಲ್ಯಾ ತುಮ್ಚ್ಯಾ ಬಾಬಾಕ್ಡೆ ಮಾಗಾ, ಅನಿ ತುಮಿ ಕೊನಾಕ್ಬಿ ಗೊತ್ತ್ ನಸ್ತಾನಾ ಕರಲ್ಲೆ ಬಗಟಲ್ಲೊ ಸರ್ಗಾ ವೈಲೊ ತುಮ್ಚೊ ಬಾಬಾ ತುಮ್ಕಾ ಪ್ರತಿಫಳ್ ದಿತಾ.”