Matthew 6:7 — Compare Translations
7 translations compared side by side
Odia - 1840
"ତୁମ୍ଭେ ପ୍ରାର୍ଥନା କଲା ବେଳେ ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନଙ୍କେ ଭଳି ନିରର୍ଥକ କଥା ବାରମ୍ବାର କୁହନାହିଁ। ସମାନେେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ବର ଶୁଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରାର୍ଥନା କରିବା ସମୟରେ ବିଜାତୀୟମାନଙ୍କ ପରି ଅନର୍ଥକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ପ୍ରାର୍ଥନାରେ ଅଣବିଶ୍ୱାସୀମାନଙ୍କ ପରି ଅନେକଗୁଡ଼ିଏ ଅର୍ଥହୀନ ଶବ୍ଦ ବ୍ୟବହାର କର ନାହିଁ। ସେମାନେ ମନେ କରନ୍ତି, ସେମାନଙ୍କର ପ୍ରାର୍ଥନା ଦୀର୍ଘ ହେେଲ ଈଶ୍ୱର ଶୁଣିବେ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ପ୍ରାର୍ଥନା କଲାବେଳେ ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନଙ୍କ ଭଳି ନିରର୍ଥକ କଥା ବାରମ୍ବାର କୁହ ନାହିଁ। ସେମାନେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ୱର ଶୁଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಗ್ನಿ ಕರ್ತಾನಾ, ತ್ಯಾ ದೆವಾಕ್ ವಳ್ಕಿನಸಲ್ಲ್ಯಾ ಲೊಕಾಂಚ್ಯಾ ಸರ್ಕೆ ಅರ್ತ್ ನಸಲ್ಲಿ ಲೈ-ಲೈ ಶಬ್ದಾ ವಾಪ್ರುನಕಾಶಿ, ಲಾಂಬ್-ಲಾಂಬ್ಲ್ಯಾ ಮಾಗ್ನಿಯಾ ಕರ್ಲ್ಯಾರ್ ದೆವ್ ತೆಂಚ್ಯಾ ಮಾಗ್ನಿಯಾ ಆಯಿಕ್ತಾ ಮನುನ್ ತೆನಿ ಯವಜ್ತ್ಯಾತ್.