Matthew 7:12 — Compare Translations
7 translations compared side by side
Odia - 1840
"ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଚାହୁଁଛ, ତୁମ୍ଭେ ନିଜେ ସମାନଙ୍କେ ପାଇଁ ସହେିଭଳି କର। ଏହା ହିଁ ମାଶାଙ୍କେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ବ୍ୟବସ୍ଥା ଓ ଭାବବାଦୀ-ମାନଙ୍କ ଧର୍ମଶାସ୍ତ୍ରର ସାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ପାଇଁ ଅନ୍ୟମାନେ ଯାହା କରନ୍ତୁ ବୋଲି ତୁମେ ଇଚ୍ଛାକରୁଛ, ତୁମେ ଅନ୍ୟମାନଙ୍କ ପାଇଁ ତାହା କର। ମୋଶା ଦେିଥିବା ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଏହା ହେଉଛି ସାର କଥା।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದುಸ್ರ್ಯಾನಿ ತುಮ್ಕಾ ಕಶೆ ಕರುಚೆ ಮನುನ್ ತುಮಿ ಯವಜ್ತ್ಯಾಶಿ, ತಸೆಚ್ ತುಮಿಬಿ ದುಸ್ರ್ಯಾಕ್ನಿ ಕರಾ; ಮೊಯ್ಜೆನ್ ದಿಲ್ಲ್ಯಾ ಖಾಯ್ದ್ಯಾಂಚೊ ಅನಿ ಪ್ರವಾದ್ಯಾನಿ ಶಿಕ್ವಲ್ಲ್ಯಾಚೊ ಅರ್ತ್ ಹ್ಯೊಚ್”.