Matthew 7:13 — Compare Translations
7 translations compared side by side
Odia - 1840
"ସ୍ବର୍ଗ ପଥରେ କଢାଇ ନେଉଥିବା ଅଣଓସାରିଆ ଫାଟକ ଦଇେ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପଶସ୍ତ ରାସ୍ତା ନର୍କ ଆଡକୁ ଯାଏ। ବହୁତ ଲୋକ ସହେି ରାସ୍ତା ରେ ଯାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କର; କାରଣ ସର୍ବ-ନାଶକୁ ଘେନିଯିବା ଦ୍ଵାର ଓସାର ଓ ପଥ ପ୍ରଶସ୍ତ, ପୁଣି ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସଂକୀର୍ଣ୍ଣ ଦ୍ୱାରା ଦେଇ ଯାଅ। କାରଣ ନରକକୂ ଯିବା ରାସ୍ତା ସୁଗମ ଓ ତାର ପ୍ରଶସ୍ତ। ଅନେକେ ସେହି ବାଟେ ଯାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗ ଏବଂ ନର୍କର ମାର୍ଗ “ସ୍ୱର୍ଗ ପଥରେ କଢ଼ାଇ ନେଉଥିବା ଅଣଓସାରିଆ ଫାଟକ ଦେଇ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପ୍ରଶସ୍ତ ରାସ୍ତା ନର୍କ ଆଡ଼କୁ ଯାଏ। ବହୁତ ଲୋକ ସେହି ରାସ୍ତାରେ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
Odia IRV 2017 (ଓଡିଆ ବାଇବେଲ)
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಬಾರಿಕ್ಲ್ಯಾ ದಾರಾತ್ನಾ ಭುತ್ತುರ್ ಜಾಂವಾ, ಕಶ್ಯಾಕ್ ಮಟ್ಲ್ಯಾರ್ ನರ್ಕಾಕ್ ಜಾತಲೆ ದಾರ್ ಲೈ ರುಂದ್ ಥೈ ಜಾತಲೊ ರಸ್ತೊಬಿ ಲೈ ಸಸಾರಾಚೊ, ಅನಿ ಲೈ ಜಾನಾ ತ್ಯಾ ರಸ್ತ್ಯಾನ್ ಜಾತ್ಯಾತ್.