Matthew 7:14 — Compare Translations

7 translations compared side by side

Odia - 1840
"ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ େଛାଟ। ବାସ୍ତବ ଜୀବନ ଆଡକୁ ୟିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖାଜେି ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଜୀବନକୁ ଘେନିଯିବା ଦ୍ଵାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଅନନ୍ତ ଜୀବନକୁ ପଡ଼ିଥିବା ରାସ୍ତା ଦୁର୍ଗମ ଓ ବାଟ ଖୋଜି ପାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
Odia IRV 2017 (ଓଡିଆ ବାଇବେଲ)
ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮರಾನ್ ನಸಲ್ಲ್ಯಾ ಜಿವನಾಕ್ ಜಾತಲೆ ದಾರ್ ಲೈ ಬಾರಿಕ್, ಅನಿ ತಿ ವಾಟ್ ಲೈ ತರಾಸಾಚಿ, ಅನಿ ಖಾಲಿ ಉಲ್ಲ್ಯಾಸ್ಯಾಚ್ ಲೊಕಾಕ್ನಿ ತಿ ವಾಟ್ ಗಾವ್ತಾ”.