Matthew 7:15 — Compare Translations

7 translations compared side by side

Odia - 1840
"ଭଣ୍ଡ ଭବିଷ୍ଯଦ୍ବକ୍ତାଙ୍କଠାରୁ ଦୂର ରେ ରୁହ। ସମାନେେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କନ୍ତୁ ସମାନେେ ପ୍ରକୃତ ରେ ହିଂସ୍ର ଗଧିଆ ଭଳି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଣ୍ତ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ତାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ!
Odia BSI (ପବିତ୍ର ବାଇବଲ (CL) NT (BSI))
ଭଣ୍ଡା ଭାବବାଦୀମାନଙ୍କ ପ୍ରତି ସାବଧାନ! ସେମାନେ ବାହାରକୁ ମେଣ୍ଢା ପରି ଦେଖାଯାଆନ୍ତି, କିନ୍ତୁ ପ୍ରକୃତରେ ସେମାନେ ଗୋଟିଏ ହେଟା ବାଘ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ କର୍ମକୁ ଲକ୍ଷ୍ୟ କର “ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!
Odia IRV 2017 (ଓଡିଆ ବାଇବେଲ)
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝುಟ್ಯಾ ಪ್ರವಾದ್ಯಾಂಚ್ಯಾ ವಿಶಯಾತ್ ಉಶಾರ್ಕಿನ್ ರ್‍ಹಾವಾ; ತೆನಿ ಯೆತಾನಾ ಬಕ್ರ್ಯಾ ಸರ್ಕೆ ಸುದ್ದುಳೆ ದಿಸ್ತ್ಯಾತ್, ಖರೆ ಭುತ್ತುರ್ನಾ ತೆನಿ ಝುಲ್‍ ಕುತ್ರ್ಯಾ ಸರ್ಕೆ ರ್‍ಹಾತ್ಯಾತ್.