Matthew 7:16 — Compare Translations
7 translations compared side by side
Odia - 1840
"ତୁମ୍ଭେ ତାହାଙ୍କୁ ସମାନଙ୍କେର କାର୍ୟ୍ଯରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡମ୍ବିରି ଫଳ ଫଳେ ନାହିଁ, ସହେିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଫଳ ଦ୍ଵାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟା ଗଛରୁ ଦ୍ରାକ୍ଷା ଫଳ କିମ୍ଵା କାନକୋଳି ଗଛରୁ ଡିମିରି ଫଳ ତୋଳନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କାର୍ଯ୍ୟକଳାପରୁ ତୁମେ ସେମାନଙ୍କୁ ଚିହ୍ନିପାରିବ। କଣ୍ଟା ବୁଦାରେ ଦ୍ରାକ୍ଷଶ ‘ଳେ ନାହଁ କିମ୍ବା କାନକୋଳି ଗଛରେ ଡିମିରି ‘ଳ ଧର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାହାଙ୍କୁ ସେମାନଙ୍କର କାର୍ଯ୍ୟରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡିମିରି ଫଳ ଫଳେ ନାହିଁ, ସେହିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಚಲ್ತಲ್ಯಾ ಚಲ್ನುಕಾನಿಚ್ ತೆನಿ ಕೊನ್ ಮನುನ್ ತುಮ್ಕಾ ಕಳುನ್ ಯೆತಾ. ಕಾಟ್ಯಾಂಚ್ಯಾ ಝಾಡಾಕ್ ದ್ರಾಕ್ಷಿಚಿ ಹನ್ನಾ ದಿವ್ಕ್ ಹೊಯ್ನಾ, ಅನಿ ಬುರ್ಲಾಚಿ ಝಾಡಾ ಅಂಜುರಾಚಿ ಹನ್ನಾ ದಿನ್ಯಾತ್.