Matthew 7:19 — Compare Translations

7 translations compared side by side

Odia - 1840
"ଯେଉଁ ଗଛ ରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭଲ ‘ଳ ନ ଧରିଲେ ଗଛଟି କଟା ଯାଇ ନିଆଁରେ ପକାଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଗଛରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಖಲೆ ಝಾಡ್ ಬರಿ ಫಳಾ ದಿ ನಾ, ತೆ ತೊಡುನ್ ಆಗಿತ್ ಘಾಲುನ್ ಹೊತಾ.