Matthew 7:21 — Compare Translations
7 translations compared side by side
Odia - 1840
"ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ସେମାନେ ସମସ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ। ଯେଉଁମାନେ ପିତା ଈଶ୍ୱରଙ୍କର ଇଚ୍ଛାଅନୁଯାୟୀ କାମ କରନ୍ତି, କେବଳ ସେହିମାନେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିପାରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ମୋତେ ‘ପ୍ରଭୁ’ ‘ପ୍ରଭୁ’ କହୁଥିବା ପ୍ରତ୍ୟେକ ଲୋକ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁଯାୟୀ କାମ କରେ, ସେହି ବ୍ୟକ୍ତି କେବଳ ସେଠାରେ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Odia IRV 2017 (ଓଡିଆ ବାଇବେଲ)
ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಧನಿಯಾ, ಧನಿಯಾ ಮನುನ್ ಬಲ್ವುತಲೆ ಸಗ್ಳೆ ಜಾನಾ ಸರ್ಗಾಚ್ಯಾ ರಾಜಾತ್ ಭುತ್ತುರ್ ಜವ್ಕ್ ಹೊಯ್ನಾ, ಜೆ ಕೊನ್ ಮಾಜ್ಯಾ ಬಾಬಾಚ್ಯಾ ಯವ್ಜನಿ ಸರ್ಕೆ ಹಾಯ್ ತೆಚ್ ಕರ್ತಾ ತೊ ಸರ್ಗಾಚ್ಯಾ ರಾಜಾತ್ ಭುತ್ತುರ್ ಜಾತಾ.