Matthew 7:22 — Compare Translations

7 translations compared side by side

Odia - 1840
"ସହେି ଶଷେ ଦିନ ରେ ଅନକେ ଲୋକ ମାେତେ ପଚାରିବେ, 'ପ୍ରଭୁ, ଆମ୍ଭେ କ'ଣ ତୁମ୍ଭ ନାମ ରେ ଭବିଷ୍ଯଦ୍ବାଣୀ କରି ନଥିଲୁ? ତୁମ୍ଭ ନାମ ରେ କ'ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦଇେ ନଥିଲୁ? ଆମ୍ଭେ କ'ଣ ତୁମ୍ଭ ନାମ ରେ ଅନକେ ଆଶ୍ଚର୍ୟ୍ଯଜନକ କାମ କରି ନଥିଲୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ, ତୁମ୍ଭ ନାମରେ କି ଅନେକ ଶକ୍ତିର କାର୍ଯ୍ୟ କଲୁ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ମହାବିଚାର ଦିନ ଉପସ୍ଥିତ ହେଲେ ଅନେକେ ମୋତେ କହିବେ, ପ୍ରଭୁ ତୁମ ନାମରେ ଭୂତ ଛଡ଼ାଇଛୁ ଏବଂ ଅନେକ ଅଲୌକିକ କାର୍ଯ୍ୟ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶେଷ ଦିନରେ ଅନେକ ଲୋକ ମୋତେ ପଗ୍ଭରିବେ, ‘ପ୍ରଭୁ, ଆମ୍ଭେ କ’ଣ ତୁମ୍ଭ ନାମରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କରି ନ ଥିଲୁ’? ତୁମ୍ଭ ନାମରେ କ’ଣ ଆମ୍ଭେ ଭୂତମାନଙ୍କୁ ବାହାର କରିଦେଇ ନ ଥିଲୁ? ଆମ୍ଭେ କ’ଣ ତୁମ୍ଭ ନାମରେ ଅନେକ ଆଶ୍ଚର୍ଯ୍ୟଜନକ କାମ କରି ନ ଥିଲୁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦିନ ଅନେକେ ମୋତେ କହିବେ, ‘ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ?’ ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಡ್ತಿ ದಿತಲೊ ದಿಸ್ ಯೆಲ್ಲ್ಯಾ ತನ್ನಾ ಲೈ ಜಾನಾ, ಧನಿಯಾ, ಧನಿಯಾ, ತುಜ್ಯಾ ನಾವಾನ್ ಅಮಿ ದೆವಾಚಿ ಬರಿ ಖಬರ್ ಸಾಂಗ್ಲಾಂವ್, ತುಜ್ಯಾ ನಾವಾನ್ ಅಮಿ ಗಿರೆ ಕಾಡ್ಲಾಂವ್ ಅನಿ ಲೈ ಅಜಾಪಾ ಕರ್ಲಾಂವ್! ಮನುನ್ ಸಾಂಗ್ತ್ಯಾತ್.