Matthew 7:24 — Compare Translations
7 translations compared side by side
Odia - 1840
" ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯେକେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପାଷାଣ ଉପରେ ଗୃହ ନିର୍ମାଣକାରୀ ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେ ମୋ’ କଥା ଶୁଣି ପାଳନ କରେ, ସେ ପଥଣ ଉପରେ ଘର ମୋଳି ଥିବା ବୁଦ୍ଧିମନ ଲୋକ ପରି।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବୁଦ୍ଧିମାନ ଓ ଜଣେ ମୂର୍ଖ “ତେଣୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ୟକ୍ତିଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆ ಕೊನ್ ಹಿ ಮಾಜಿ ಗೊಸ್ಟಿಯಾ ಆಯಿಕ್ತಾ ಅನಿ ತೆಚ್ಯಾ ಸರ್ಕೆ ಚಲ್ತಾ ತೊ ಗುಂಡ್ಯಾ ವರ್ತಿ ಘರ್ ಭಾಂದ್ತಲ್ಯಾ ಎಕ್ ಶಾನ್ಯಾ ಮಾನ್ಸಾ ಸರ್ಕೊ.