Matthew 7:25 — Compare Translations
7 translations compared side by side
Odia - 1840
"ବର୍ଷା ହେଲା, ବଢି ମାଡି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତାର ମୂଳଦୁଆ ପଥର ଉପରେ ରହିଥଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଷ୍ଟି ହେଲା, ବଢ଼ି ଆସିଲା, ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରବଳ ବର୍ଷାହେଲା, ନଦୀ ଜଳ ବନ୍ଧ ଟପି ଉଛୁଳି ପଡ଼ିଲା ଓ ସେହି ଘର ଉପରେ ଅତି ବେଗରେ ପବନ ବହିଲା, କିନ୍ତୁ ସେହି ଘରଟି ଭୁଷୁଡ଼ି ପଡ଼ିଲା ନାହିଁ। କାରଣ ତାଡା ପଥର ଉପର ନିର୍ମିତ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦେଲା, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତା’ର ମୂଳଦୁଆ ପଥର ଉପରେ ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା।
Odia IRV 2017 (ଓଡିଆ ବାଇବେଲ)
ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವ್ಸ್ ವೊತ್ಲೊ, ನ್ಹಯ್ಯಾ ಭರುನ್ ವೊತ್ಲ್ಯಾ, ಮೊಟೊ ವಾರೊ ಉಟ್ಲೊ ಅನಿ ತ್ಯಾ ವಾರ್ಯಾನ್ ಘರಾಕ್ ಮಾರ್ಲ್ಯಾನ್. ಖರೆ ತೆ ಘರ್ ಕೊಸ್ಳುನ್ ಪಡುಕ್ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆ ಘರ್ ಗುಂಡ್ಯಾ ವರ್ತಿ ಭಾಂದಲ್ಲೆ ಹೊತ್ತೆ”.