Matthew 7:26 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, କିନ୍ତୁ ସଗେୁଡିକୁ ମାନି ଚଳନୋହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ଯକ୍ତି ଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକେହି ମୋର ଏହିସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲୁକା ଉପରେ ଗୃହ ନିର୍ମାଣକାରୀ ଜଣେ ମୂର୍ଖ ଲୋକ ସଦୃଶ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ଯେଉଁମାନେ ମୋ’ କଥା ଶୁଣି ପାଳନ କରନ୍ତି ନାହିଁ, ସେମାନେ ବାଲିକୁଦ ଉପରେ ଘର ତିଆରି କରିଥିବା ମୂର୍ଖ ପରି।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯେଉଁ ଲୋକ ମୋର ଏହି କଥାଗୁଡ଼ିକ ଶୁଣେ, କିନ୍ତୁ ସେଗୁଡ଼ିକୁ ମାନି ଚଳେ ନାହିଁ, ସେ ବାଲି ଉପରେ ଘର ତୋଳିଥିବା ଗୋଟିଏ ମୂର୍ଖ ବ୍ୟକ୍ତି ଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖರೆ ಜೆ ಕೊನ್ ಹಿ ಮಾಜಿ ಗೊಸ್ಟಿಯಾ ಆಯಿಕ್ತಾ ಅನಿ ತೆಚೆ ಸರ್ಕೆ ಚಲಿನಾ ತೊ ರೆತಿ ವರ್ತಿ ಘರ್ ಭಾಂದ್ತಲ್ಯಾ ಎಕ್ ಪಿಶ್ಯಾ ಮಾನ್ಸಾ ಸರ್ಕೊ.