Matthew 7:27 — Compare Translations
7 translations compared side by side
Odia - 1840
"ବର୍ଷା ହେଲା, ବଢି ମାଡିଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦଲୋ ଏବଂ ସହେି ଘରଟି ପୁରାପୂରି ଭାଙ୍ଗି ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୃଷ୍ଟି ହେଲା, ବଢ଼ି ଆସିଲା, ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି ତାହାର ପତନ ଭୟଙ୍କର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଘୋର ବର୍ଷା ହେଲା, ନଦୀ ପାଣି କୂଳ ଟପିଲା। ଜୋରରେ ପବନ ବହିଲା ଓ ଘରଟି ଭୂମିସାତ୍ ହେଲା। ଉକ୍ତ ପତନ କେଡ଼େ ଭୟଙ୍କର ସତେ।”
Odia Bible ERV 2004 (ପବିତ୍ର ବାଇବଲ)
ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦେଲା ଏବଂ ସେହି ଘରଟି ପୁରାପୂରି ଭାଙ୍ଗି ପଡ଼ିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”
Odia IRV 2017 (ଓଡିଆ ବାଇବେଲ)
ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಸ್ ಯೆಲೊ, ನ್ಹಯ್ಯಾ ಭರುನ್ ವೊತ್ಲ್ಯಾ ಅನಿ ಮೊಟೊ ವಾರೊ ಉಟ್ಲೊ ಅನಿ ತ್ಯಾ ಘರಾಕ್ ಮಾರ್ಲ್ಯಾನ್, ಅನಿ ತೆ ಘರ್ ಕೊಸ್ಳುನ್ ಪಡುನ್ ಗೆಲೆ. ಕವ್ಡೆ ಭಯಾನಕ್ ಪಡ್ನೆ ಅಶಿಲ್ ಹೆ!”
Recommended Reading