Matthew 7:29 — Compare Translations

7 translations compared side by side

Odia - 1840
"କାରଣ ସେ ସମାନଙ୍କେୁ ସମାନଙ୍କେର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନଦଇେ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଅନ୍ୟାନ୍ୟ ଧର୍ମଗୁରୁମାନଙ୍କ ପରି ଶିକ୍ଷା ନ ଦେଇ କ୍ଷମତାପନ୍ନ ବ୍ୟକ୍ତିଙ୍କ ପରି ଶିକ୍ଷଶ ଦେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ସେମାନଙ୍କୁ ସେମାନଙ୍କର ଧର୍ମ-ଶାସ୍ତ୍ରୀଙ୍କ ଭଳି ଉପଦେଶ ନ ଦେଇ ଅଧିକାର ଥିବା ଜଣେ ଲୋକ ଭଳି ଉପଦେଶ ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಮೊಯ್ಜೆಚಿ ಶಾಸ್ತರಾ ಶಿಕ್ವುತಲ್ಯಾಂಚ್ಯಾ ಸರ್ಕೆ ಶಿಕ್ವಿನಶಿ, ಎಕ್ ಅದಿಕಾರ್ ಹೊತ್ತ್ಯಾ ಮಾನ್ಸಾ ಸರ್ಕೆ ಶಿಕ್ವುಲಾಗಲ್ಲೊ.