Matthew 7:3 — Compare Translations

7 translations compared side by side

Odia - 1840
"ତୁମ୍ଭେ ତୁମ୍ଭ ଭାଇ ଆଖି ରେ ପଡିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖି ରେ ପଡିଥିବା କାଠଗୁଣ୍ଡଟି ଦେଖିପାରୁନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ଆଖିରେ କାଠ ଗଡ଼ଟାଏ ଥିବାବେଳେ ତୁମ ଭାଇ ଆଖିରେ ଧୂଳିକଣାଟି ପ୍ରତି ତୁମ୍ଭେ କାହିଁକି ଥ୍ୟାନତ ଦେଉଛ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ତୁମ୍ଭ ଭାଇ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ପ୍ରତି କାହିଁକି ନଜର ଦେଉଛ କିନ୍ତୁ ତୁମ୍ଭ ନିଜ ଆଖିରେ ପଡ଼ିଥିବା କାଠଗୁଣ୍ଡଟି ଦେଖି ପାରୁ ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಡೊಳ್ಯಾತ್ನಿ ಹೊತ್ತ್ಯಾ ನಾಕ್ಡಾಕ್ಡೆ ಧ್ಯಾನ್ ದಿತಲೆ ಸೊಡುನ್, ತುಜ್ಯಾ ಭಾವಾಚ್ಯಾ ಡೊಳ್ಯಾತ್ಲ್ಯಾ ಬಾರಿಕ್ಲ್ಯಾ ಕಚ್ರ್ಯಾಕ್ಡೆ ತಿಯಾ ಕಶ್ಯಾಕ್ ಬಗ್ತೆಯ್?