Matthew 7:4 — Compare Translations

7 translations compared side by side

Odia - 1840
"ତୁମ୍ଭ ନିଜ ଆଖି ରେ କାଠଗୁଣ୍ଡଟି ପଡିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହିପାରୁଛ ଯେ, ଦଖାେଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢି ଦବେି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ତୁମ୍ଭେ କିପରି ଆପଣା ଭାଇକି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Odia BSI (ପବିତ୍ର ବାଇବଲ (CL) NT (BSI))
ନିଜ ଆଖିରେ କାଠଖଣ୍ଡଟିଏ ଥାଉ ଥାଉ ତୁମେ କେଉଁ ସାହସରେ ତୁମ ଭାଇ ଆଖିରୁ ଧୂଳିକଣାଟି ବାହାର କରିଦେବ ବୋଲି କହୁଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନିଜ ଆଖିରେ କାଠଗୁଣ୍ଡଟି ପଡ଼ିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହି ପାରୁଛ ଯେ, ଦେଖାଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢ଼ି ଦେବି!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Odia IRV 2017 (ଓଡିଆ ବାଇବେଲ)
ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಜ್ಯಾ ಡೊಳ್ಯಾತ್ ನಾಕ್ಡಾಚೊ ತುಕ್ಡೊಚ್ ರ್‍ಹಾತಾನಾ, ತುಜ್ಯಾ ಭಾವಾಕ್ ತುಜ್ಯಾ ಡೊಳ್ಯಾತ್ಲೊ ಬಾರಿಕ್ಲೊ ಕಚ್ರೊ ಕಾಡ್ತಾ ಯೆ ಮನುನ್ ತಿಯಾ ಕಶೆ ಸಾಂಗುಕ್ ಹೊತಾ?”