Matthew 7:5 — Compare Translations
7 translations compared side by side
Odia - 1840
"ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର। ତା' ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତାପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢି ଆଣି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତାରକ! ତୁମ ଆଖିରୁ କାଠ ଗଡ଼ଟିକୁ ପ୍ରଥମେ ବାହାର କରିଦିଅ। ତାହାହେଲେ ତୁମ ଭାଇର ଆଖିରେ ପଡ଼ିଥିବା ଧୁଳିକଣାକୁ ତୁମେ ସହଜରେ ଦେଖିପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ରେ କପଟୀ, ଆଗ ନିଜ ଆଖିରୁ କାଠଗୁଣ୍ଡଟି ବାହାର କର, ତା’ହେଲେ ତୁମ୍ଭେ ନିଜେ ଠିକ୍ ଭାବରେ ଦେଖି ପାରିବ ଓ ତା’ପରେ ତୁମ୍ଭେ ତୁମ୍ଭ ଭାଇର ଆଖିରୁ କାଠଗୁଣ୍ଡଟି କାଢ଼ି ଆଣି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।
Odia IRV 2017 (ଓଡିଆ ବାଇବେଲ)
ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕುಸ್ಡ್ಯಾ! ಅದ್ದಿ ತುಜ್ಯಾ ಡೊಳ್ಯಾತ್ ಹೊತ್ತೊ ನಾಕ್ಡಾಚೊ ತುಕ್ಡೊ ಕಾಡುನ್ ಘೆ, ಮಾನಾ ತುಜ್ಯಾ ಭಾವಾಚ್ಯಾ ಡೊಳ್ಯಾತ್ಲೊ ಬಾರಿಕ್ಲೊ ಕಚ್ರೊ ತುಕಾ ಬರೊ ದಿಸ್ತಾ, ತನ್ನಾ ತಿಯಾ ತೊ ಕಾಡುಕ್ ಹೊತಾ.