Matthew 7:6 — Compare Translations
7 translations compared side by side
Odia - 1840
"'କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅନାହିଁ, କାରଣ ସମାନେେ ବୁଲି ପଡି ତୁମ୍ଭକୁ କାମୁଡି ପାରନ୍ତି। ଘୁଷୁରିମାନଙ୍କ ଆଗ ରେ ନିଜର ମାେତି ପକାଅ ନାହିଁ, କାରଣ ସମାନେେ ମାେତିକୁ ଗୋଡ ରେ ଦଳି ଦଇେ ଗ୍ଭଲିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ଵା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କୁକୁରକୁ ପବିତ୍ର ପଦାର୍ଥ ଦିଅ ନାହିଁ। କାରଣ ସେ ବୁଲିପଡ଼ି ତୁମକୁ ଆକ୍ରମଣ କରିପାରେ। ଘୁଷୁରି ଆଗରେ ମୁକ୍ତା ପକାଅ ନାହିଁ। ତା’ର ମୂଲ୍ୟ ନ ବୁଝି ତାକୁ ସେ କେବଳ ପାଦରେ ଦଳି ଦେବ।
Odia Bible ERV 2004 (ପବିତ୍ର ବାଇବଲ)
“କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।
Odia IRV 2017 (ଓଡିଆ ବାଇବେଲ)
ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಪವಿತ್ರ್ ಹಾಯ್, ತೆ ಕುತ್ತ್ಯಾಂಚ್ಯಾ ಫಿಡ್ಯಾತ್ ದಿವ್ನಕಾಶಿ, ತಿ ಪರ್ತುನ್ ತುಮ್ಕಾ ಚಾವುಕ್ ಫಾಟ್ ಲಾಗ್ತ್ಯಾತ್, ತುಮ್ಚಿ ಮೊತಿಯಾ ಡುಕ್ರಾಂಚ್ಯಾ ಫಿಡ್ಯಾತ್ ಟಾಕುನಕಾಶಿ. ತಿ ತೆಂಕಾ ಪಾಯಾತ್ನಿ ಘಾಲುನ್ ತುಡ್ವುತ್ಯಾತ್.