Matthew 7:8 — Compare Translations

7 translations compared side by side

Odia - 1840
"କାରଣ ଯେଉଁଲୋକ ମାଗୁଥାଏ, ସେ ପାଏ। ଯେଉଁଲୋକ ଖାଜେୁଥାଏ, ସେ ପାଏ ଓ ଯାଉଁ ଲୋକ ଦ୍ବାର ଠକ୍ ଠକ୍ କରୁଥାଏ, ତା ପାଇଁ କବାଟ ଲିଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ମାଗେ, ତାକୁ ଦିଆଯାଏ; ଯେ ଖୋଜେ, ସେ ପାଏ; ଯେ ଦ୍ୱାରରେ ଆଘାତ କରେ, ତା ପାଇଁ ଦ୍ୱାର ଖୋଲି ଦିଆଯାଏ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେଉଁ ଲୋକ ମାଗୁଥାଏ, ସେ ପାଏ। ଯେଉଁ ଲୋକ ଖୋଜୁଥାଏ, ସେ ପାଏ ଓ ଯେଉଁ ଲୋକ ଦ୍ୱାର ଠ‌କ୍‌ ଠକ୍ କରୁଥାଏ, ତା’ ପାଇଁ କବାଟ ଖୋଲିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಗ್ತಲೆ ಸಗ್ಳೆ ಜಾನಾ ಘೆತ್ಯಾತ್, ಜೊ ಕೊನ್ ಹುಡಕ್ತಾ ತೆಕಾ ಗಾವ್ತಾ, ಅನಿ ಜೆ ಕೊನ್ ದಾರ್ ಬಡ್ವುತಾ ತೆಕಾ ದಾರ್ ಉಗಡ್ತಾ.