Matthew 7:9 — Compare Translations

7 translations compared side by side

Odia - 1840
"'ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ ତୁମ୍ଭେ କଣ ତାକୁ ପଥରଟିଏ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୋଟୀ ମାଗିଲେ ତାହାକୁ ପଥର ଦେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ ପୁଅ ରୋଟି ମାଗିଲେ ତାକୁ କଣ ପଥର ଦେବ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର କାହାର ପୁଅଟିଏ ଅଛି କି? ଯଦି ତୁମ୍ଭ ପୁଅ ରୋଟୀ ଖଣ୍ଡିଏ ମାଗେ, ତୁମ୍ଭେ କ’ଣ ତାକୁ ପଥରଟିଏ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,
Odia IRV 2017 (ଓଡିଆ ବାଇବେଲ)
କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ಲೊ ಕೊನ್‍ ತರ್ ಎಕ್ಲೊ ಬಾಬಾ ತುಮ್ಚ್ಯಾ ಪೊರಾನ್ ಭಾಕ್ರಿ ಮಾಗ್ಲ್ಯಾರ್ ತೆಕಾ ಗುಂಡೊ ದಿಸಿಲಾ ಕಾಯ್?